Proverbs 7:9 — Compare Translations
5 translations compared side by side
Odia - 1840
"ଏହା ଥିଲା ସୂର୍ୟ୍ଯାସ୍ତ ହବୋ ସମୟର। ସନ୍ଧ୍ଯା ଆରମ୍ଭ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଥିଲା ସୂର୍ଯ୍ୟାସ୍ତ ହେବା ସମୟର। ସନ୍ଧ୍ୟା ଆରମ୍ଭ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।