Proverbs 8:1 — Compare Translations
5 translations compared side by side
Odia - 1840
"ଶୁଣ! ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡ଼ାକୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ଵର କରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ଓ ଉତ୍ତମ ସ୍ତ୍ରୀ ଶୁଣ, ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡାକୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ କ’ଣ ଡାକେ ନାହିଁ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ?