Proverbs 8:10 — Compare Translations
5 translations compared side by side
Odia - 1840
"ମାରେ ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ଯବାନ୍। ଏହା ମଧ୍ଯ ଗିନି ସୁନାଠାରୁ ମୂଲ୍ଯବାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ୟବାନ୍। ଏହା ମଧ୍ୟ ଗିନି ସୁନାଠାରୁ ମୂଲ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।