Proverbs 8:11 — Compare Translations
5 translations compared side by side
Odia - 1840
"ଜ୍ଞାନ ମୁକ୍ତାଠାରୁ ମୂଲ୍ଯବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ଯବାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ମୁକ୍ତାଠାରୁ ମୂଲ୍ୟବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ୟବାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।