Proverbs 8:12 — Compare Translations

5 translations compared side by side

Odia - 1840
"ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରଜ୍ଞା, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ କ’ଣ କରିପାରେ “ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।