Proverbs 8:13 — Compare Translations

5 translations compared side by side

Odia - 1840
"ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର ଓ ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତେବେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।