Proverbs 8:14 — Compare Translations
5 translations compared side by side
Odia - 1840
"ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ତ୍ରଣା ଓ ତତ୍ତ୍ଵଜ୍ଞାନ ମୋʼଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼଠାରେ ବଳ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ। ମୁଁ ହିଁ ‘ସୁବିବେଚନା’ ମୋ’ଠାରେ ବଳ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
Odia IRV 2017 (ଓଡିଆ ବାଇବେଲ)
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।