Proverbs 8:15 — Compare Translations
5 translations compared side by side
Odia - 1840
"ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦ୍ଵାରା ରାଜାମାନେ ରାଜତ୍ଵ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି। ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।