Proverbs 8:16 — Compare Translations
5 translations compared side by side
Odia - 1840
"ମାେ ଦ୍ବାରା ରାଜକୁମାରୀ ଏବଂ ଶ୍ ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦ୍ଵାରା ଅଧିପତିମାନେ ଓ କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଦ୍ୱାରା ରାଜକୁମାରୀ ଏବଂ ଶ୍ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।