Proverbs 8:17 — Compare Translations
5 translations compared side by side
Odia - 1840
"ଯେଉଁମାନେ ମାେତେ ପ୍ ରମେ ପରନ୍ତି, ମୁଁ ସମାନଙ୍କେୁ ପ୍ ରମେ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମାରେ ଅନ୍ବଷେଣ କରନ୍ତି, ସମାନେେ ମାେତେ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯନିରେ ମୋହର ଅନ୍ଵେଷଣ କରନ୍ତି, ସେମାନେ ମୋତେ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।