Proverbs 8:18 — Compare Translations

5 translations compared side by side

Odia - 1840
"ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରେ ଧନ ଓ ସମ୍ଭ୍ରମ, ପୁଣି ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ୟର ସମ୍ପତ୍ତି ଓ ଧାର୍ମିକତା ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।