Proverbs 8:19 — Compare Translations

5 translations compared side by side

Odia - 1840
"ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମୋର ଆୟୁ ରୂପା ଅପେକ୍ଷା ଉତ୍ତମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
Odia IRV 2017 (ଓଡିଆ ବାଇବେଲ)
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।