Proverbs 8:2 — Compare Translations
5 translations compared side by side
Odia - 1840
"ମାେ ପଥ ପାଶର୍ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଥପାର୍ଶ୍ଵସ୍ଥ ଉଚ୍ଚସ୍ଥାନ ମୁଣ୍ତରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପଥ ପାର୍ଶ୍ୱସ୍ଥ ଉଚ୍ଚସ୍ଥାନରେ ଠିଆ ହୁଏ। ସେ ପ୍ରତ୍ୟେକ ସଂଯୋଗ ରାସ୍ତାରେ ଠିଆ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।