Proverbs 8:21 — Compare Translations

5 translations compared side by side

Odia - 1840
"ଯେଉଁମାନେ ମାେତେ ପ୍ ରମେ କରନ୍ତି, ସମାନଙ୍କେୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସମାନଙ୍କେ ଭଣ୍ଡାର ପୂର୍ଣ୍ଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ତାର ପରିପୂର୍ଣ୍ଣ କରେ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସେମାନଙ୍କ ଭଣ୍ଡାର ପୂର୍ଣ୍ଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;