Proverbs 8:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନିଜ ଗତିର ଆରମ୍ଭ ରେ, ତାଙ୍କ କର୍ମ ସକଳର ପୂର୍ବ ରେ ମାେତେ ଅଧିକାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାଙ୍କ କର୍ମ ସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।