Proverbs 8:24 — Compare Translations

5 translations compared side by side

Odia - 1840
"ଯେତବେେଳେ ଗଭୀର ସମୁଦ୍ର ନ ଥିଲା ଏବଂ ଯେତବେେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହାଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଗଭୀର ସମୁଦ୍ର ନ ଥିଲା, ଏବଂ ଯେତେବେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହୋଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
Odia IRV 2017 (ଓଡିଆ ବାଇବେଲ)
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;