Proverbs 8:25 — Compare Translations

5 translations compared side by side

Odia - 1840
"ପର୍ବତଗଣ ଓ ଉପପର୍ବତ ଗଣ ସ୍ଥାପିତ ହବୋ ପୂର୍ବରୁ, ମୁଁ ଜନ୍ମ ହାଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ, ମୁଁ ଜନ୍ମ ହୋଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;