Proverbs 8:26 — Compare Translations

5 translations compared side by side

Odia - 1840
"ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଭୂମି, କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।