Proverbs 8:27 — Compare Translations
5 translations compared side by side
Odia - 1840
"ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ସେ ଆକାଶମଣ୍ତଳ ସ୍ଥାପନ କଲେ, ସେସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସମୟରେ ସେ ସ୍ୱର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସେଠାରେ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,