Proverbs 8:28 — Compare Translations
5 translations compared side by side
Odia - 1840
"ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉପରିସ୍ଥ ଆକାଶମଣ୍ତଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ସେ ମେଘକୁ ଆକାଶରେ ଝୁଲାଇଲେ, ଯେତେବେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;