Proverbs 8:29 — Compare Translations

5 translations compared side by side

Odia - 1840
"ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳସମୂହ ଯେପରି ତାହାଙ୍କ ଆଜ୍ଞା ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
Odia IRV 2017 (ଓଡିଆ ବାଇବେଲ)
ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;