Proverbs 8:3 — Compare Translations

5 translations compared side by side

Odia - 1840
"ସେ ନଗରଦ୍ବାର ନିକଟରେ ଠିଆ ହୁଏ ଏବଂ ଡାକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଗର-ଦ୍ଵାର ନିକଟରେ, ନଗରର ପ୍ରବେଶ-ଦ୍ଵାରରେ, ଦ୍ଵାରର ପ୍ରବେଶ-ସ୍ଥାନରେ ଥାଇ ଉଚ୍ଚସ୍ଵରେ ଡାକି କହେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ନଗରଦ୍ୱାର ନିକଟରେ ଠିଆ ହୁଏ ଏବଂ ଡାକେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
Odia IRV 2017 (ଓଡିଆ ବାଇବେଲ)
ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,