Proverbs 8:30 — Compare Translations

5 translations compared side by side

Odia - 1840
"ସହେି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାଯୀ ହାଇେ ତାଙ୍କ ସମ୍ମୁଖ ରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୁଁ ତାହାଙ୍କ ନିକଟରେ କର୍ମକର୍ତ୍ତା ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।