Proverbs 8:31 — Compare Translations

5 translations compared side by side

Odia - 1840
"ସେ ସୃଷ୍ଟି କରିଥିବା ପୃଥିବୀ ରେ ମୁଁ ଉପଭୋଗ କଲି। ମାରେ ଆନନ୍ଦ ଲୋକମାନଙ୍କ ସହିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ ଭୂମଣ୍ତଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସୃଷ୍ଟି କରିଥିବା ପୃଥିବୀରେ ମୁଁ ଉପଭୋଗ କଲି। ମୋର ଆନନ୍ଦ ଲୋକମାନଙ୍କ ସହିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।