Proverbs 8:32 — Compare Translations
5 translations compared side by side
Odia - 1840
"ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।