Proverbs 8:33 — Compare Translations

5 translations compared side by side

Odia - 1840
"ମାରେ ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ଯ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।