Proverbs 8:34 — Compare Translations

5 translations compared side by side

Odia - 1840
"ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋʼ କଥା ଶୁଣେ ଓ ମୋʼ ଦ୍ଵାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ଵାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।