Proverbs 8:35 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।