Proverbs 8:36 — Compare Translations
5 translations compared side by side
Odia - 1840
"କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।