Proverbs 8:4 — Compare Translations

5 translations compared side by side

Odia - 1840
"ଜ୍ଞାନୀ କ ହେ, ହେ ମନୁଷ୍ଯଗଣ ମୁଁ ତୁମ୍ଭମାନଙ୍କୁ ଡ଼ାକୁଅଛି। ମୁଁ ପ୍ରେତ୍ୟକକ ଲୋକଙ୍କୁ ଡାକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି। ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।