Proverbs 8:5 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।