Proverbs 8:6 — Compare Translations

5 translations compared side by side

Odia - 1840
"ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷୟ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମୋ’ ପାଟିରୁ ବାହାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
Odia IRV 2017 (ଓଡିଆ ବାଇବେଲ)
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।