Proverbs 8:7 — Compare Translations
5 translations compared side by side
Odia - 1840
"ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାକ୍ୟସବୁ ସତ୍ୟ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ।