Proverbs 8:9 — Compare Translations

5 translations compared side by side

Odia - 1840
"ଯେ ତାହା ସବୁ ବୁଝେ ସେସବୁ ତାପାଇଁ ସ୍ପଷ୍ଟ। ଯେଉଁ ବ୍ଯକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହା ବୁଝେ, ତାହା ପ୍ରତି ସେସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ତାହା ସବୁ ବୁଝେ ସେସବୁ ତା’ ପାଇଁ ସ୍ପଷ୍ଟ। ଯେଉଁ ବ୍ୟକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।