Proverbs 9:1 — Compare Translations

5 translations compared side by side

Odia - 1840
"ଜ୍ଞାନ ତା'ର ଗୃହ ନିର୍ମାଣ କରିଅଛି। ସେ ତା'ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ଏବଂ ଦୁଷ୍ଟ ଜ୍ଞାନ ତା’ର ଗୃହ ନିର୍ମାଣ କରିଅଛି। ସେ ତା’ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;