Proverbs 9:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବିଷଯକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ବରୂପଙ୍କ ବିଷଯକ ଜ୍ଞାନର ସୁବିବଚେନା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ୱରୂପଙ୍କ ବିଷୟକ ଜ୍ଞାନର ସୁବିବେଚନା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
Recommended Reading