Proverbs 9:11 — Compare Translations

5 translations compared side by side

Odia - 1840
"କାରଣ ମାେଦ୍ବାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।