Proverbs 9:12 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।