Proverbs 9:14 — Compare Translations

5 translations compared side by side

Odia - 1840
"ସେ ଆପଣା ଗୃହଦ୍ବାର ନିକଟରେ ଓ ନଗର ରେ ଉଚ୍ଚ ସ୍ଥାନ ରେ ଆସନ ପାରି ବସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଗୃହଦ୍ଵାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ଗୃହଦ୍ୱାର ନିକଟରେ ଓ ନଗରରେ ଉଚ୍ଚ ସ୍ଥାନରେ ଆସନ ପାରି ବସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ।