Proverbs 9:15 — Compare Translations
5 translations compared side by side
Odia - 1840
"ଯେତବେେଳେ ଲକମାନେେ ନିଜ ନିଜ ପଥରେ ସଳଖ କରିୟା'ନ୍ତି, ସହେି ପଥିକମାନଙ୍କୁ ଡ଼ାକି କ ହେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ନିଜ ନିଜ ପଥରେ ସଳଖ କରିଯା’ନ୍ତି, ସେହି ପଥିକମାନଙ୍କୁ ଡାକି କହେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
Odia IRV 2017 (ଓଡିଆ ବାଇବେଲ)
ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,