Proverbs 9:17 — Compare Translations
5 translations compared side by side
Odia - 1840
"କିନ୍ତୁ ସେ କ ହେ, ଯଦି ତୁମ୍ଭେ ଜଳ ଚୋରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଚୋରି କର, ତାହା ତୁମ୍ଭ ନିଜ ଦ୍ବାରା ପ୍ରସ୍ତୁତ ରୋଟୀଠାରୁ ସ୍ବାଦିଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ କହେ, “ଯଦି ତୁମ୍ଭେ ଜଳ ଗ୍ଭେରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଗ୍ଭେରି କର, ତାହା ତୁମ୍ଭ ନିଜ ଦ୍ୱାରା ପ୍ରସ୍ତୁତ ରୋଟୀଠାରୁ ସ୍ୱାଦିଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”
Odia IRV 2017 (ଓଡିଆ ବାଇବେଲ)
ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।