Proverbs 9:18 — Compare Translations
5 translations compared side by side
Odia - 1840
"ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା’ର ଗୃହରେ ଅଛି ବୋଲି, ଏବଂ ତା’ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।