Proverbs 9:2 — Compare Translations
5 translations compared side by side
Odia - 1840
"ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମଜେ ରେ ଖାଦ୍ୟ ସଜାଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।