Proverbs 9:4 — Compare Translations

5 translations compared side by side

Odia - 1840
" ଯେଉଁ ଲୋକର ଅଭିଜ୍ଞତା ନାହିଁ ମାେ ପାଖକୁ ଆସୁ, ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,