Proverbs 9:6 — Compare Translations

5 translations compared side by side

Odia - 1840
"ଅ ବୋଧ ଲୋକମାନଙ୍କର ସାଙ୍ଗ ପରିତ୍ଯାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବଚେନାର ପଥରେ ଚାଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
Odia IRV 2017 (ଓଡିଆ ବାଇବେଲ)
ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।