Proverbs 9:7 — Compare Translations
5 translations compared side by side
Odia - 1840
"ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ ଗୋଟିଏ ମନୁଷ୍ୟକୁ ଭର୍ତ୍ସନା କରେ, ଯିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
Odia IRV 2017 (ଓଡିଆ ବାଇବେଲ)
ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।