Proverbs 9:8 — Compare Translations
5 translations compared side by side
Odia - 1840
"ନିନ୍ଦକକୁ ଅନୁ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁୟୋଗ କର, ତହିଁରେ ସେ ତୁମ୍ଭକୁ ପ୍ ରମେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।