Psalms 1:2 — Compare Translations

5 translations compared side by side

Odia - 1840
"ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।