Psalms 1:3 — Compare Translations
5 translations compared side by side
Odia - 1840
"ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି। ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ, ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ। ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।