Psalms 1:4 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନେ ସପରେି ନୁହଁନ୍ତି। ଦୁଷ୍ଟ ଲୋକମାନେ କବଳେ ଚୋପା' ବା ତୁଷ' ଭଳି ୟାହାକୁ କି ସହଜରେ ପବନ ଉଡ଼ାଇ ନଇେପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ସେପରି ନୁହନ୍ତି। ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।